The Ultimate Managed Hosting Platform
ADVERTISEMENT

ସାଧାରଣତନ୍ତ୍ର ଦିବସ ; ଓଡିଶାର ୧୯ ଜଣ ପୋଲିସ ପାଇବେ ପଦକ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତାକାଲି ସାରା ଦେଶ ପାଳନ କରିବ ୭୬ ତମ ସାଧାରଣତନ୍ତ୍ର ଦିବସ । ଏହାପୂର୍ବରୁ ପୋଲିସ୍ ମେଡାଲ ଘୋଷଣା କରାଯାଇଛି। ଉଲ୍ଲେଖନୀୟ ସେବା ପାଇଁ ଓଡିଶାର ୧୯ ଜଣ ପୋଲିସ ପାଇବେ ପଦକ। ସୁପରିଣ୍ଟେଣ୍ଡେଣ୍ଟ ସରୋଜ କୁମାର ସାମଲ ଏବଂ କନଷ୍ଟେବଳ ସତ୍ୟବାଦୀ ମଲ୍ଲିକଙ୍କୁ ରାଷ୍ଟ୍ରପତି ପଦକ ମିଳିବା ନେଇ ସୂଚନା ମିଳିଛି । ୬ ପୋଲିସ କର୍ମଚାରୀଙ୍କୁ ସାହସିକତା ପୁରସ୍କାର ପ୍ରଦାନ କରାଯିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login