The Ultimate Managed Hosting Platform
ADVERTISEMENT

ସାନ ଭାଇର ଠେଙ୍ଗା ମାଡରେ ବଡ ଭାଇର ଜୀବନ ଗଲା

Facebook
Twitter
LinkedIn

ଜଳେଶ୍ୱର : ଘର ଡିହ ବଣ୍ଟନକୁ କେନ୍ଦ୍ର କରି ସାନ ଭାଇର ଠେଙ୍ଗା ମାଡରେ ବଡ ଭାଇ ମୃତ । ବାଲେଶ୍ବର ଜିଲ୍ଲା ରାଇବଣିଆ ଥାନା ଅନ୍ତର୍ଗତ ବଣକାଟି ଗାଁର ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଖୁଦିରାମ ସିଂ। ଗାଁରେ ଘରଡିହ ବଣ୍ଟନକୁ ନେଇ ଦୁଇଭାଇଙ୍କ ମଧ୍ୟରେ ଥିବା କଳହ ଉଗ୍ରରୂପ ନେଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ସାନ ଭାଇ ଅଭିରାମ ସିଂ ଏକ ଠେଙ୍ଗାରେ ବଡ଼ ଭାଇକୁ ଆକ୍ରମଣ କରିଥିଲା । ଗୁରୁତର ଅବସ୍ଥାରେ ଖୁଦିରାମ ସିଂଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ଘଟଣା ପରେ ଅଭିଯୁକ୍ତ ସାନ ଭାଇ ଫେରାରହୋଇଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login