May 13, 2024 10:03 pm

The Ultimate Managed Hosting Platform
ADVERTISEMENT

ସାପ କାମୁଡାରେ ଆଖି ବୁଜିଥିଲା ପୁଅ, ପୁଅର ମୃତଦେହ ଦେଖି ହୃଦଘାତରେ ମା’ର ଚାଲିଗଲା ଜୀବନ

Facebook
Twitter
LinkedIn

ରାଜଗାଙ୍ଗପୁର: ସାପ କାମୁଡ଼ାରେ ନାବାଳକ ଆଖି ବୁଜିଲା। ପୁଅର ମୃତଦେହ ଦେଖି ହୃଦଘାତରେ ମା’ଙ୍କର ମୃତ୍ୟୁ ହେଲା। ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ବ୍ଲକ ଢେଙ୍ଗୁରପାଣି ଗ୍ରାମରେ ଏଭଳି ଏକ ଦୁଃଖଦ ଘଟଣା ଘଟିଯାଇଛି। ମୃତ ନାବାଳକ ହେଲା ଜ୍ଞାନଦୀପ କୁଜୁର ଓ ମା’ ସୁକାନ୍ତୀ। ଗତକାଲି ବୁଢ଼ାମ୍ବ ପଞ୍ଚାୟତ ଢେଙ୍ଗୁରପାଣି ଗ୍ରାମର ବାସିନ୍ଦା ଜନ ଅମିତ କୁଜୁରଙ୍କ ବଡ଼ ପୁଅ ଜ୍ଞାନଦୀପ ଖେଳୁଥିବା ସମୟରେ ଗୋଡ଼ରେ ଏକ ବିଷାକ୍ତ ସାପ କାମୁଡ଼ି ଦେଇଥିଲା। ଏହା ଜାଣି ପାରି ପରିବାର ଲୋକ ଜ୍ଞାନଦୀପକୁ ରାଜଗାଙ୍ଗପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ପୁଅର ମୃତଦେହକୁ ଦେଖି ମା’ ସୁକାନ୍ତୀ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତାଙ୍କୁ ମଧ୍ୟ ପରିବାର ଲୋକ ରାଜଗାଙ୍ଗପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ। ସେଠାରେ ସୁକାନ୍ତୀଙ୍କୁ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ସୁକାନ୍ତୀଙ୍କ ହୃଦଘାତରୁ ମୃତ୍ୟୁ ହୋଇଥିବା ନେଇ ସନ୍ଦେହ କରାଯାଉଛି।

ADVERTISEMENT
Facebook
Twitter
LinkedIn
ADVERTISEMENT

Recent News

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ମୁମ୍ବାଇ: ସୋମବାର ଶେୟାର ବଜାରରେ କମ୍ପନ ଦେଖାଦେଇଛି। ବଜାର ଖୋଲିବାମାତ୍ରେ ସେନସେକ୍ସ ୭୦୦ ଅଙ୍କ ଖସିଛି। ଏହା ସହିତ ଟାଟାର ଶେୟାର ଧରାଶାୟୀ ହୋଇଛି। ମୁଦ୍ରାସ୍ଫୀତି ତଥ୍ୟ...

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୂଆଦିଲ୍ଲୀ: ନୁଡୁଲ୍ସ ଖାଇବା ପରେ ଚାଲିଗଲା ବାଳକର ଜୀବନ। ଉତ୍ତରପ୍ରଦେଶର ପିଲିଭିତରେ ଘଟିଛି ଏଭଳି ଘଟଣା। ଗୋଟାଏ ପରିବାରର ୬ଜଣ ଲୋକ ନୁଡୁଲ୍ସ ଖାଇବା ପରେ ଅସୁସ୍ଥ...

ADVERTISEMENT
୨ ପୋଲିଂ ଅଫିସର ସସପେଣ୍ଡ

୨ ପୋଲିଂ ଅଫିସର ସସପେଣ୍ଡ

ଭୁବନେଶ୍ବର : ଓଡ଼ିଶାରେ ଚାଲିଛି ପ୍ରଥମ ପର୍ୟ୍ୟାୟ ମତଦାନ। ତେବେ ନିର୍ବାଚନ କାର୍ୟ୍ୟରେ ଅବହେଳା ପାଇଁ ୨ ପୋଲିଂ ଅଧିକାରୀ ନିଲମ୍ବିତ । କଳାହାଣ୍ଡି ନର୍ଲାର ଏକ...

Login