The Ultimate Managed Hosting Platform
ADVERTISEMENT

“ସାମ୍ବାଦିକଙ୍କୁ ବାରଣ ନେଇ ବିଭାଗ ଜାଣିନି”

Facebook
Twitter
LinkedIn

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ସାମ୍ବାଦିକଙ୍କ ବାରଣ ପ୍ରସଙ୍ଗ । ଗୃହରେ ଉତ୍ତର ରଖିଲେ ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ । ସାମ୍ବାଦିକଙ୍କୁ ବାରଣ ନେଇ ଲୋକ ସମ୍ପର୍କ ବିଭାଗ ଅବଗତ ନାହିଁ । ସରକାରୀ କାର୍ଯ୍ୟକ୍ରମ ପାଇଁ ଗଣମାଧ୍ୟମକୁ ଆୟୋଜକ ବିଭାଗ ଦିଏ । ସରକାର ଗଣମାଧ୍ୟମକୁ କିଛି ତଥ୍ୟ ଲୁଚାଇବାକୁ ଚାହୁଁନି ।
ସୂଚନା ଅନୁଯାୟୀ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଏକ ସରକାରୀ କା ର୍ଯ୍ୟକ୍ରମରେ ସାମ୍ବାଦିକ ମାନଙ୍କୁ ବାରଣ କରାଯାଇଥିଲା । ସାମ୍ବାଦିକଙ୍କୁ ପ୍ରବେଶ ପାଇଁ ଅନୁମତି ନ ଥିଲା । ଯାହା ଫଳରେ ଚତୁର୍ଥ ସ୍ତମ୍ବର ସ୍ୱରକୁ ଚପାଇ ଦେବାକୁ ଉଦ୍ୟମ ହେଉଛି ବୋଲି ଅନେକ ଆଲୋଚନା ପର୍ଯ୍ୟାଲୋଚନା ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login