The Ultimate Managed Hosting Platform
ADVERTISEMENT

ସାର୍ବଜନୀନ ହେବନି ଚାବି ହଜିବା ପ୍ରସଙ୍ଗ

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିର ରତ୍ମଭଣ୍ଡାର ଚାବି ହଜିବା ପ୍ରସଙ୍ଗ । ହାଇକୋର୍ଟରେ ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ । ସାର୍ବଜନୀନ ହେବନି କମିଶନଙ୍କ ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ । ସରକାର କମିଶନଙ୍କ ରିପୋର୍ଟ ସାର୍ବଜନୀନ କରିବାକୁ ବାଧ୍ୟ ନୁହଁନ୍ତି । ଏହା ସତ୍ୟପାଠରେ ଉଲ୍ଲେଖ ରହିଛି । ଏହି ରିପୋର୍ଟ ସାର୍ବଜନୀନ କରିବାକୁ ରୁଜ୍ଜୁ ହୋଇଛି ମାମଲା । ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ଦାୟିତ୍ୱରେ ଥିଲେ ଜଷ୍ଟିସ୍ ରଘୁବୀର ଦାସ। ତଦନ୍ତ ଶେଷ ପରେ ରାଜ୍ୟ ସରକାରଙ୍କୁ କମିଶନ ରିପୋର୍ଟ ଦେଇ ସାରିଛନ୍ତି । ଆସନ୍ତା ମାର୍ଚ୍ଚ ୧୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login