The Ultimate Managed Hosting Platform
ADVERTISEMENT

ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର : ପୃଥ୍ୱୀରାଜ

Facebook
Twitter
LinkedIn

ଭୁବନେଶ୍ୱର : ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ହଣତି ମଣତି ଶେଷ ହେବା ପରେ ଅଳଙ୍କାର ନେଇ ତଥ୍ୟ ଦିଆଯିବ । ମରାମତି କାର୍ଯ୍ୟ ଚାଲୁ ରହିଛି , ଶେଷ ହେବା ପରେ ଗଣତି ମଣତି ହେବ । ଶେଷ ଥର ୧୯୭୮ରେ ରତ୍ନ ଭଣ୍ଡାର ଗଣତି ମଣତି ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login