The Ultimate Managed Hosting Platform
ADVERTISEMENT

ସାର ପାଇଁ NH ଅବରୋଧ

Facebook
Twitter
LinkedIn

ଦିଗପହଣ୍ଡି : ପୁଣି ସାର ପାଇଁ ରାସ୍ତା ଅବରୋଧ କଲେ ଚାଷୀ । ଦିନକୁ ଦିନ ସାର ସଙ୍କଟ ରାଜ୍ୟରେ ଦେଖା ଯାଉଛି । ସାର ନ ମିଳିବାରୁ ଚାଷୀଙ୍କ ଭିତରେ ଅସନ୍ତୋଷ ବଢୁଛି । ପୁଣି ଥରେ ସାର ପାଇଁ ଚାଷୀ ମାନେ ରାସ୍ତା ଅବରୋଧ କରିଛନ୍ତି । ସାର ପାଇଁ ଏନଏଚ ୩୨୬ ଅବରୋଧ କଲେ ଶତାଧିକ ଚାଷୀ । ଆସିକା-ଦିଗପହଣ୍ଡି ରାସ୍ତା ହାଟପଦା ଛକ ନିକଟରେ ରାସ୍ତା ଅବରୋଧ । ସାର ନ ମିଳିବାରୁ ଟାୟାର ଜାଳି ରାସ୍ତା ଅବରୋଧ କଲେ ଚାଷୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login