ଭୁବନେଶ୍ୱର : ସାଲିଆ ସାହିରେ ଅବକାରୀ ବିଭାଗର ଚଢାଉ । ଚୋରା ମଦ ରନ୍ଧା ଚାଲିଥିବା ବେଳେ ଅବକାରୀ ବିଭାଗର ଚଢାଉ । ଶହ ଶହ ଲିଟର ରନ୍ଧାମଦ ନଷ୍ଟ ସହ ମଦ ତିଆରି ସାମଗ୍ରୀ ଜବତ । ବେଆଇନ ମଦ ପ୍ରସ୍ତୁତିରେ ୧୫ ଜଚ୍ଚଙ୍କୁ ଚଢାଉ । ଆଜି ସେମାନଙ୍କୁ କୋର୍ଟ ଚାଲାଣ କରାଯିବ । ପୂଜା ପାଇଁ ବ୍ୟାପକ ପରିମାଣର ମଦ ତିଆରି ଚାଲିଥିବା ସେମାନେ ସ୍ୱୀକାର କରିଛନ୍ତି । ଆଗକୁ କୁମାର ପୂର୍ଣ୍ଣିମା ଥିବା ବେଳେ ଦେଶୀ ମଦର ଡିମାଣ୍ଡକୁ ଦୃଷ୍ଟିରେ ରଖି ତିଆରି ଚାଲିଥିବା ଗିରଫ ପରେ କହିଛନ୍ତି ଅଭିଯୁକ୍ତ । ୧୦ ହଜାର ଲିଟର ପୋଚ ଓ ୧ ହଜାର ଲିଟର ଦେଶୀ ମଦ ଜବତ କଲା ଅବକାରୀ ଥାନା ।
Views: 65