ଭୁବନେଶ୍ୱର : ଜଣାଶୁଣା ସାହୁ ଭାଉଜଙ୍କ ନାଁରେ ମାମଲା ରୁଜୁ । ଯାତ୍ରାରେ ଅଶ୍ଲୀଳ ନୃତ୍ୟ ପରିବେଷଣ କରୁଥିବା ସାହୁ ଭାଉଜଙ୍କ ନାଁରେ ମାମଲା ରୁଜୁ ହୋଇଛି ।ମାଲକାନଗିରି ଥାନାରେ ମାମଲା ରୁଜୁ ହୋଇଛି । ଯାତ୍ରା ଆୟୋଜନ କୋତାମେଟା ଆୟୋଜନ କମିଟି ନାଁରେ ମଧ୍ୟ ମାମଲା ରୁଜୁ ହୋଇଛି । ବିଏନଏସ ଦାରା ୨୯୬ରେ ଭାଗ୍ୟଶ୍ରୀ ସାହୁଙ୍କ ନାଁରେ ମାମଲା ରୁଜୁ ହୋଇଥିବା ସୂଚନା । ଏହାସହ ଅଶ୍ଳୀଳ ଦୃଶ୍ୟକୁ ଉପଭୋଗ କରୁଥିବା ଅଭିଯୋଗରେ ମଧ୍ୟ ସମ୍ପୃକ୍ତ ଥାନା ଆଇଆଇସିଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ ହୋଇ ତଦନ୍ତ ଆରମ୍ଭ ହୋଇଛି।
Views: 42