The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ସିଏସଓ ସୁରେଶ ପାଣିଗ୍ରାହୀ ଗିରଫ, ଠାବ ହେଲା ୧୯ ପ୍ଲଟ

Facebook
Twitter
LinkedIn

ସୁବର୍ଣ୍ଣପୁର : ବନ୍ଧାହେଲେ ସୁବର୍ଣ୍ଣପୁର ସିଏସଓ । ଖାଦ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀଙ୍କୁ ଗିରଫ କଲା ଭିଜିଲାନ୍ସ । ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । ଆଜି ତାଙ୍କୁ କୋର୍ଟ ଚାଲାଣ କରାଯିବ । କୋଟିପତି ସିଏସଓଙ୍କର ୨ଟି କୋଠା, ୧୯ ପ୍ଲଟ ଠାବ କରାଯାଇଛି । ବିଜେପୁରରେ ୪ ଏକରର ଫାର୍ମରେ ରହିଛି ୫ ଶହ ଶାଗୁଆନ ଗଛ । ଚଢାଉ ବେଳେ ମିଳିଛି ନଗଦ ୧ ଲକ୍ଷ ୪୯ ହଜାର ଟଙ୍କା ଓ ୧ କୋଟି ୭୨ ଲକ୍ଷ ଟଙ୍କା ବ୍ୟାଙ୍କ ଜମା ଠାବ ହୋଇଛି । ବ୍ୟାଙ୍କ ଲକର , କାର ୨ଟି ଦାମୀ ବାଇକ ଠାବ ହୋଇଛି । ଗତକାଲି ୧୧ଟି ସ୍ଥାନରେ ଚାଲିଥିଲା ଚଢାଉ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login