The Ultimate Managed Hosting Platform
ADVERTISEMENT

ସିଝୁଛି ଓଡିଶା , ୪୦ ଡିଗ୍ରୀ ଉପରେ ୨ ସହରର ତାପମାତ୍ରା

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରେ ଅସହ୍ୟ ଗୁଳୁଗୁଳି । ଗୋଟେପଟେ ବାତ୍ୟା କିନ୍ତୁ ଏପଟେ ପ୍ରବଳ ତାତିରେ ସନ୍ତୁଳି ହେଉଛି ଓଡ଼ିଶା । ଆଜି ଦିନ ୧୧.୩୦ ସୁଦ୍ଧା ୨ ସହରର ତାପମାତ୍ରା ୪୦ ପାର୍। ସମ୍ବଲପୁରରେ ସର୍ବାଧିକ ୪୦.୨ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ, ଝାରସୁଗୁଡାରେ ୪୦, ହୀରାକୁଦରେ ୩୯, କେନ୍ଦୁଝରରେ ୩୬.୨ ଡ଼ିଗ୍ରୀ, ଚାନ୍ଦବାଲିରେ ୩୬, ଭୁବନେଶ୍ୱରରେ ୩୫.୪ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ବାଲେଶ୍ୱରରେ ୩୪.୪,ଗୋପାଳପୁରରେ ୩୩.୪ ଡ଼ିଗ୍ରୀ, ପୁରୀରେ ୩୩, ପାରାଦୀପରେ ୩୨.୬ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login