The Ultimate Managed Hosting Platform
ADVERTISEMENT

ସିନେମା ହଲ ଯାଇ ପାରିବେ ନାହିଁ ୧୬ ବର୍ଷରୁ କମ ବୟସର ପିଲା

Facebook
Twitter
LinkedIn

ତେଲେଙ୍ଗାନା : ୧୬ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ସିନେମା ହଲ୍ ଯିବା ମନା । ଏକ ନିର୍ଦ୍ଦିଷ୍ଟ ସମୟ ପାଇଁ ସେମାନଙ୍କୁ ହଲ୍ ଯିବାକୁ ବାରଣ କରାଯାଇଛି । ସକାଳ ୧୧ଟା ପୂର୍ବରୁ ଏବଂ ରାତି ୧୧ଟା ପରେ ୧୬ ବର୍ଷରୁ କମ୍ ବୟସର ପିଲାମାନେ ସିନେମା ଦେଖିବା ପାଇଁ ହଲ୍ ଯାଇପାରିବେ ନାହିଁ । ଏଭଳି ଆଦେଶ ଜାରି କରିଛନ୍ତି ତେଲଙ୍ଗାନା ହାଇକୋର୍ଟ । ଚଳଚ୍ଚିତ୍ର ଟିକେଟ୍ ମୂଲ୍ୟ ବୃଦ୍ଧି ଏବଂ ସ୍ୱତନ୍ତ୍ର ଶୋ’ ପାଇଁ ଅନୁମତି ସମ୍ପର୍କିତ ଏକ ପିଟିସନ ଶୁଣାଣି ପରେ କୋର୍ଟ ଏହି ନିଷ୍ପତ୍ତି ଶୁଣାଇଛନ୍ତି । ପିଲାମାନଙ୍କୁ ସକାଳେ କିମ୍ବା ବିଳମ୍ବିତ ରାତିରେ ଫିଲ୍ମ ଦେଖିବା ପାଇଁ ଅନୁମତି ଦେଲେ, ଏହା ସେମାନଙ୍କ ଶାରୀରିକ ଏବଂ ଭାବନାତ୍ମକ ସ୍ୱାସ୍ଥ୍ୟ ଉପରେ ପ୍ରଭାବ ପକାଇପାରେ ବୋଲି ଜଷ୍ଟିସ୍ ବିଜୟସେନ୍ ରେଡ୍ଡୀ ମନ୍ତବ୍ୟ ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login