The Ultimate Managed Hosting Platform
ADVERTISEMENT

ସିବିଏସଇ ଦ୍ୱାଦଶ ରେଜଲ୍ଟ ପ୍ରକାଶ

Facebook
Twitter
LinkedIn

ଭୁବନେଶ୍ୱର : ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ରେଜଲ୍ଟ । ସିବିଏସଇ ବ୍ୱେବସାଇଟରେ ରେଜଲ୍ଟ ଉପଲବ୍ଧ । ୮୭.୯୮ ପାରକ୍ଷାର୍ଥୀ ପାସ୍ କରିଛନ୍ତି । ୨୪ ହଜାର ପରୀକ୍ଷାର୍ଥୀ ୯୫ ପ୍ରତିଶତରୁ ଅଧିକ ନମ୍ବର ରଖିଛନ୍ତି । ସେହିଭଳି ୧ଲକ୍ଷ ୧୬ ହଜାର ପରୀକ୍ଷାର୍ଥୀ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଛନ୍ତି ।ସବୁ ବର୍ଷ ପରି ଏବର୍ଷ ମଧ ଦ୍ୱାଦଶ ପରୀକ୍ଷାରେ ବାଜି ମାରିଛନ୍ତି ଝିଅ । ପରୀକ୍ଷାରେ ଛାତ୍ରୀଙ୍କ ପାସ୍ ହାର ୯୧.୫୨ ପ୍ରତିଶତ ରହିଛି । ସେହିଭଳି ଛାତ୍ରଙ୍କ ପାସ୍ ହାର ରହିଛି ୮୫. ୧୨ ପ୍ରତିଶତ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login