The Ultimate Managed Hosting Platform
ADVERTISEMENT

ସିରିଜ ଦୁର୍ଘଟଣା , ଚାଳକ ଓ ହେଲପର ଆହତ

Facebook
Twitter
LinkedIn

ଯାଜପୁର : ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥ କୁଆଖିଆ ନିକଟରେ ସିରିଜ ଦୁର୍ଘଟଣା ହୋଇଛି । ଯାତ୍ରୀ ବାହୀ ବସକୁ ଧକ୍କା ଦେଲା ଏକ ଟ୍ରକ । ପରେ ଏକ କାରକୁ ଧକ୍କା ଦେଇଥିଲା ଯାତ୍ରୀବାହୀ ବସ । ତେବେ ଏହି ଦୁର୍ଘଟଣାରେ ବସର ଚାଳକ ଓ ହେଲପର ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି । ଗତକାଲି ରାତିରେ ଘଟିଛି ଏହି ଦୁର୍ଘଟଣା ।ଖବର ପାଇ କୁଆଖିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଗାଡି ଗୁଡିକୁ ଜବତ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login