The Ultimate Managed Hosting Platform
ADVERTISEMENT

ସିରିଜ ଦୁର୍ଘଟଣା , ଚାଳକ ଓ ହେଲପର ଆହତ

Facebook
Twitter
LinkedIn

ଯାଜପୁର : ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥ କୁଆଖିଆ ନିକଟରେ ସିରିଜ ଦୁର୍ଘଟଣା ହୋଇଛି । ଯାତ୍ରୀ ବାହୀ ବସକୁ ଧକ୍କା ଦେଲା ଏକ ଟ୍ରକ । ପରେ ଏକ କାରକୁ ଧକ୍କା ଦେଇଥିଲା ଯାତ୍ରୀବାହୀ ବସ । ତେବେ ଏହି ଦୁର୍ଘଟଣାରେ ବସର ଚାଳକ ଓ ହେଲପର ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି । ଗତକାଲି ରାତିରେ ଘଟିଛି ଏହି ଦୁର୍ଘଟଣା ।ଖବର ପାଇ କୁଆଖିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଗାଡି ଗୁଡିକୁ ଜବତ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login