The Ultimate Managed Hosting Platform
ADVERTISEMENT

ସୀମାନ୍ତ ଜଙ୍ଗଲରେ ଏନ୍‌କାଉଣ୍ଟର ରେ ୨ ମହିଳା ମାଓବାଦୀ ନିହତ

Facebook
Twitter
LinkedIn

ମାଲକାନଗିରି : ଦୁଇ ମାଓବାଦୀ ଙ୍କୁ ଏନ୍‌କାଉଣ୍ଟର। ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଏନକାଣ୍ଟର । ପୋଲିସ ଗୁଳିରେ ନିହତ ହେଲେ ଦୁଇ ଜଣ ମହିଳା ମାଓବାଦୀ । ଘଟଣାସ୍ଥଳରୁ ଦୁଇଟି ବନ୍ଧୁକ ଓ ଗୋଟିଏ ପିସ୍ତଲ ସହ ଭାରିମାତ୍ରାରେ ବିସ୍ଫୋରକ ସାମଗ୍ରୀ ମଧ୍ୟ ଜବତ ହୋଇଛି ।
ସୂଚନା ଅନୁଯାୟୀ, , ବିଜାପୁର ଜିଲ୍ଲା ଦୁରଦା ଜଙ୍ଗଲରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ରହିଥିବା ପୋଲିସ ଗୁଇନ୍ଦା ବିଭାଗକୁ ସୁଚନା ମିଳିଥିଲା । ଏହାକୁ ଆଧାର କରି ଡିଆର୍‌ଜି ଓ ସିଆରପିଏଫ ବାହିନୀ ପକ୍ଷରୁ କୁମିଂ ଅପରେସନ ଆରମ୍ଭ କରାଯାଇଥିଲା । କୁମ୍ବିଂ ଅପରସେନ ଦେଖି ସୁରକ୍ଷା ଯବାନଙ୍କ ଉପରକୁ ଗୁଳିମାଡ଼ କରିଥିଲେ ମାଓବାଦୀ । ଯାହାର ଦୃଢ ଜବାବ ଦେଇଥିଲେ ସୁରକ୍ଷାକର୍ମୀ । କିଛି ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଚାଲିଥିଲା । ଏହ ଗୁଳିବିନିମୟରେ ୨ଜଣ ମହିଳା ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ଏନକାଉଣ୍ଟର ପରେ ମାଓବାଦୀ ଘଟଣାସ୍ଥଳ ଛାଡି ପଳାୟନ କରିଥିବା ଜଣାପଡିଛି । ସେଠାରେ ଜବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login