The Ultimate Managed Hosting Platform
ADVERTISEMENT

ସୀମାରେ ଆତଙ୍କୀ ବିସ୍ଫୋରଣ

Facebook
Twitter
LinkedIn

ଶ୍ରୀନଗର: ଜମ୍ମୁ କାଶ୍ମୀରର କଠୁଆ ଜିଲ୍ଲାରେ ବଡ଼ଧରଣର ବିସ୍ଫୋରଣ। ଭାରତ-ପାକିସ୍ତାନ ସୀମା ନିକଟରେ ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ବିସ୍ଫୋରଣ ସମ୍ପର୍କରେ ପୋଲିସକୁ ସୂଚନା ଦେଇଥିଲେ ସ୍ଥାନୀୟ ବାସିନ୍ଦା। ଘଟଣାସ୍ଥଳରେ ପୋଲିସ ତନାଘନା ଆରମ୍ଭ କରିଛି । ପୂରା ଅଞ୍ଚଳରେ ସର୍ଚ୍ଚ ଅପରେସନ କରାଯାଉଛି । ତେବେ ବିସ୍ଫୋରଣରେ କ୍ଷୟକ୍ଷତି ବିଷୟରେ ସୂଚନା ମିଳିନଥିବା ବେଳେ ବିସ୍ପୋରଣ ପଛରେ ଆତଙ୍କବାଦୀଙ୍କ ସମ୍ପୃକ୍ତି ଥିବା ଅନୁମାନ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login