The Ultimate Managed Hosting Platform
ADVERTISEMENT

ସୁଧାକର ବୁର୍ଗୀ ଓଏସଏସସି ଅଧ୍ୟକ୍ଷ

Facebook
Twitter
LinkedIn

ଭୁବନେଶ୍ୱର : ଅଭୟଙ୍କ ସ୍ଥାନରେ ଆଇଏଏସ ସୁଧାକର ବୁର୍ଗୀ ଓଏସଏସସି ଅଧ୍ୟକ୍ଷ । ଓଏସଏସସି ଅଧ୍ୟକ୍ଷ ପଦରୁ ଅଭୟଙ୍କ ଇସ୍ତଫା ଗୃହିତ । ପରବର୍ତ୍ତୀ ନିଦେ୍ର୍ଦଶ ଯାଏଁ ୍ଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇବେ । ରାଜ୍ୟ ସରକାରଙ୍କ ତାଙ୍କ ଇସ୍ତଫାପତ୍ରକୁ ବିଚାର କରି ଏହାକୁ ମଞ୍ଜୁର କରିଛନ୍ତି । ଅଭୟଙ୍କ ସ୍ଥାନରେ ପୂର୍ବତନ ଆଇଏଏସ ସୁଧାକର ବୁର୍ଗୀଙ୍କୁ ଓଏସଏସସିର କାମଚଳା ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ଓଏସଏସସିର ସଦସ୍ୟ ଅଛନ୍ତି ସୁଧାକର ବୁର୍ଗୀ । ପରବର୍ତ୍ତୀ ନିର୍ଦ୍ଦେଶ ପର୍ୟ୍ୟନ୍ତ ସେ ଏହି ପଦରେ ଦାୟିତ୍ବ ତୁଲାଇବେ ବୋଲି ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login