The Ultimate Managed Hosting Platform
ADVERTISEMENT
The Ultimate Managed Hosting Platform

ସୁନା ଦର ୯୫ ହଜାର ପାର

Facebook
Twitter
LinkedIn

ଭୁବନେଶ୍ୱର : ୯୫ ହଜାର ଟଙ୍କା ଡେଇଁଲା ସୁନା ଦର । ୨୪ କ୍ୟାରେଟ ସୁନା ଦର ୯୫ ହଜାର ୪୦୦ ଟଙ୍କା ଛୁଇଁଲା । ୨୨ କ୍ୟାରେଟ ସୁନା ଦର ୮୭ ହଜାର ୪୫୦ ଟଙ୍କା । ୩ ଦିନରେ ମହଙ୍ଗା ହେଲାଣି ୫ ହଜାରରୁ ଅଧିକ ଟଙ୍କା । ଆଜି ଦିନକରେ ୨୨ କ୍ୟାରେଟ ସୁନା ଦର ୧୮୫୦ ଟଙ୍କା ମହଙ୍ଗା । ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ସୁନା ଦର । ତେବେ ସୁନାର ମୂଲ୍ୟ ଆଗକୁ ୧ ଲକ୍ଷ ଟଙ୍କା ଅତିକ୍ରମ କରିବ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟ୍ରେଡ ୱାର ପରେ ବୃଦ୍ଧି ପାଇଚାଲିଛି ସୁନା ଦର । ବଢୁଥିବା ମୂଲ୍ୟ ଯୋଗୁଁ ସାଧାରଣ ଲୋକେ ସୁନା କିଣିବା ଠାରୁ ଦୂରେଇ ଯାଉଛନ୍ତି । ସୁନା ଦର ବୃଦ୍ଧି ଅଳଙ୍କାର ପ୍ରିୟ ଲୋକଙ୍କ ପାଇଁ ଏକ ବିରାଟ ସମସ୍ୟା ହୋଇ ଛିଡ଼ା ହୋଇଛି। ରେକର୍ଡ ସ୍ତରରେ ପହଞ୍ଚିଛି ସୁନା ଦର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସଡକ ଦୁର୍ଘଟଣାରେ ବର-କନ୍ୟାଙ୍କ ସମେତ ଚାଲିଗଲା ୫ ଜଣଙ୍କ ଜୀବନ

ରାଜସ୍ଥାନ : ରାଜସ୍ଥାନ ନ୍ୟାସନାଲ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ଜଣ ଲୋକଙ୍କ ପ୍ରାଣ ଚାଲିଯାଇଥିବାବେଳେ ଅନେକ ଲୋକ...

ADVERTISEMENT
ବେଙ୍ଗାଲୁର ଦଳାଚକଟା ଘଟଣାରେ ବିସିସିଆଇ ଏବଂ ଆରସିବିକୁ ଦାୟୀ କଲେ କର୍ଣ୍ଣାଟକ ସରକାର

ବେଙ୍ଗାଲୁର ଦଳାଚକଟା ଘଟଣାରେ ବିସିସିଆଇ ଏବଂ ଆରସିବିକୁ ଦାୟୀ କଲେ କର୍ଣ୍ଣାଟକ ସରକାର

ବେଙ୍ଗାଲୁର : ବେଙ୍ଗାଲୁର ଦଳାଚକଟା ଘଟଣାରେ କର୍ଣ୍ଣାଟକ ସରକାରଙ୍କ ବଡ ବୟାନ । ଆଜି ଶୁଣାଣିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡକୁ...

Login