The Ultimate Managed Hosting Platform
ADVERTISEMENT

ସୁନ୍ଦରଗଡରେ ଆଉ ୧୦ ସ୍କ୍ରବ୍ ଟାଇଫସ

Facebook
Twitter
LinkedIn

ସୁନ୍ଦରଗଡ : ସୁନ୍ଦରଗଡରେ ଆଉ ୧୦ ସ୍କ୍ରବ୍ ଟାଇଫସ ପଜିଟିଭ ଚିହ୍ନଟ । ଚିହ୍ନଟ ନେଇ ସୂଚନା ଦେଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଜିଲ୍ଲାରେ ସ୍କ୍ରବ ଟାଇଫଓ ପଜିଟିଭ ସଂଖ୍ୟା ୧୯୩କୁ ବୃଦ୍ଧି । ପୂର୍ବରୁ ସ୍କ୍ରବ ଟାଇଫସରେ ଜଣଙ୍କର ମୃତ୍ୟୁ ହୋଇଥିଲା । ତେବେ ଚିକିତ୍ସା ପାଇଁ ଯଥେଷ୍ଟ ଔଷଧ ମହଜୁଦ ଥିବା ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଏହାସହ ଲୋକଙ୍କୁ ସଚେତନ କରାଯିବା ସହ ଟେଷ୍ଟିଂ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login