The Ultimate Managed Hosting Platform
ADVERTISEMENT

ସୁପ୍ରିମକୋର୍ଟରେ କେଜ୍ରି୍ୱାଲଙ୍କ ଶୁଣାଣି ଆଜି, ମିଳିବ କି ଜାମିନ !

Facebook
Twitter
LinkedIn

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଜି ମିଳିବ କି ଅନ୍ତରୀଣ ଜାମିନ । ଆଜି ସୁପ୍ରିମକୋର୍ଟ ଏ ନେଇ ରାୟ ଦେଇପାରନ୍ତି । ଏହାପୂର୍ବରୁ ଇଡି ଏକ ସତ୍ୟପାଠ ଦାଖଲ କରିଛି । ଯେଉଁଥିରେ କୁହାଯାଇଛି, ପ୍ରଚାର ଏକ ମୌଳିକ ଅଧିକାର ନୁହେଁ । ଏହାକୁ ଅନ୍ତରୀଣ ଜାମିନ ପାଇଁ ଆଧାର କରାଯାଇପାରିବ ନାହିଁ । ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଏହି ନେତାଙ୍କୁ ନିର୍ବାଚନ ଆଳରେ ମୁକ୍ତ କରିବାକୁ ଚେଷ୍ଟା କରାଯାଉଛି । ଯଦି ସେ ମୁକ୍ତ ହେବେ ତାହେଲେ ଏହା ଏକ ଭୁଲ ଉଦାହରଣ ସୃଷ୍ଟି କରିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login