The Ultimate Managed Hosting Platform
ADVERTISEMENT

ସୁପ୍ରିମକୋର୍ଟରେ ନୂଆ ସଂସଦ ଭବନ ଉଦଘାଟନ ମାମଲା

Facebook
Twitter
LinkedIn

ନୂଆଦିଲ୍ଲୀ : ସୁପ୍ରିମକୋର୍ଟରେ ପହଞ୍ଚିଲା ନୂଆ ସଂସଦ ଭବନ ଉଦଘାଟନ ମାମଲା । ନୂଆ ସଂସଦ ଭବନ ସେଣ୍ଟ୍ରାଲ ଭିଷ୍ଚାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦଘାଟନ କରନ୍ତୁ ବୋଲି ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି । ଉଦଘାଟନୀ ଉତ୍ସବକୁ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ ନକରି ସଂସଦର ଲୋକସଭା ସଚିବ ସାମ୍ବିଧାନିକ ନିୟମ ଭଙ୍ଗ କରିଛନ୍ତି । ଆସନ୍ତା ସପ୍ତାହରେ ନୂଆ ସଂସଦ ଭବନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଗତ ଗୁରୁବାର ବାଚସ୍ପତି ଓମ ବିର୍ଲା ପ୍ରଧାନମନ୍ତ୍ରୀଙ୍କୁ ଉଦଘାଟନ କରିବାକୁ ନିମନ୍ତ୍ରଣ କରିଥିଲେ । ନୂଆ ସଂସଦ ଭବନକୁ ଆତ୍ମନିର୍ଭରର ପ୍ରତୀକ ବୋଲି ଲୋକସଭା ପ୍ରେସ ରିଲିଜରେ କୁହାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login