The Ultimate Managed Hosting Platform
ADVERTISEMENT

ସୁବର୍ଣ୍ଣରେଖାରେ ବନ୍ୟା ; ୫ ପଞ୍ଚାୟତ ପ୍ରଭାବିତ

Facebook
Twitter
LinkedIn

ଜଳେଶ୍ୱର : ଗାଁ ଗାଁରେ ପଶିଲା ସୁବର୍ଣ୍ଣରେଖା ନଦୀର ବନ୍ୟା ପାଣି । ରାଜଘାଟଠାରେ ୧୦.୮୫ ମି.ରେ ସୁବର୍ଣ୍ଣରେଖାର ବନ୍ୟାଜଳ ପ୍ରବାହିତ । ବସ୍ତା, ବାଲିଆପାଳ, ଜଳେଶ୍ୱର, ଭୋଗରାଇ ଅଂଚଳ ପ୍ରଭାବିତ । ପାଣି ଘେରରେ ୫ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ ପ୍ରଭାବିତ । ବାଲିଆପାଳ-ଭୋଗରାଇ-ରସୁଲପୁର ରାସ୍ତାରେ ଯୋଗାଯୋଗ । । ଷଷ୍ଠ ଥର ବନ୍ୟା ଆସିବା ଯୋଗୁଁ ବାଲିଆପାଳ ବ୍ଲକର ୮ଟି ପଞ୍ଚାୟତର ୪୦ରୁ ଉର୍ଦ୍ଧ୍ବ ଗାଁ ଜଳେଶ୍ବର ବ୍ଲକର ୬ଟି ପଞ୍ଚାୟତର ୩୦ ଗାଁଆ ଏବଂ ଭୋଗରାଇ ବ୍ଲକର ୯ଟି ପଞ୍ଚାୟତ ର ୫୦ରୁ ଉର୍ଧ୍ବ ଗାଁଆ ପାଣି ଘେରରେ ରହିଛି ।ଅନେକ ସ୍ଥାନରେ ରାସ୍ତା ଉପରେ ୩ ଫୁଟ ଉଚ୍ଚର ପାଣି ପ୍ରବାହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ହଜାର ହଜାର ହେକ୍ଟର ଚାଷଜମିରେ ବନ୍ୟା ପାଣି ପ୍ରବେଶ କରିବା ଯୋଗୁଁ ଧାନ ତଳି ପଚି ନଷ୍ଟ ହେବାର ଆଶଙ୍କା କରା ଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login