The Ultimate Managed Hosting Platform
ADVERTISEMENT

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୫ ଆତଙ୍କବାଦୀ ନିହତ

Facebook
Twitter
LinkedIn

ନୂଆଦିଲ୍ଲୀ : ଜମ୍ମୁ ଓ କଶ୍ମୀରରେ ୫ ଆତଙ୍କୀ ନିପାତ । କୁପୱାଡ଼ା ଜିଲ୍ଲାରେ ଆଜି ସକାଳେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୫ ଜଣ ପାକିସ୍ତାନୀ ଆତଙ୍କବାଦୀ ନିହତ ହୋଇଛନ୍ତି। ଭାରତୀୟ ସେନା ଏବଂ ଜମ୍ମୁ ଓ କଶ୍ମୀର ପୋଲିସ ପକ୍ଷରୁ ମିଳିତ ଅପରେସନରେ ମିଳିଛି ସଫଳତା । ନିୟନ୍ତ୍ରଣ ରେଖା ନିକଟରେ ଜୁମାଗୁଣ୍ଡ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ଖବର ପାଇବା ପରେ ସେନା ଓ ପୋଲିସ ପକ୍ଷରୁ ମିଳିତ ଅପରେସନ ଆରମ୍ଭ ହୋଇଥିଲା । ଆତଙ୍କବାଦୀ ଓ ସେନା ଗୁଳିବିନିମୟରେ ୫ଜଣ ଆତଙ୍କୀଙ୍କ ମୃତ୍ୟୁ ହୋଇଛି । ଏବେବି ସର୍ଚ୍ଚ ଅପରେସନ ଜାରି ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login