The Ultimate Managed Hosting Platform
ADVERTISEMENT

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ମାଓବାଦୀ

Facebook
Twitter
LinkedIn

ଛତିଶଗଡ : ସୁକୁମାରେ ଏନକାଉଣ୍ଟରରେ ୩ ମାଓବାଦୀ ନିହତ । ଚିନ୍ତାଗୁଫା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳି ବିନିମୟ । ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି । ପ୍ରାୟ ୨ ଘଣ୍ଟାରୁ ଅଧିକ ସମୟ ଧରି ଚାଲିଥିଲା ଗୁଳି ବିନିମୟ । ପରେ ନକ୍ସଲମାନେ ଘଟଣାସ୍ଥଳରୁ ଛତ୍ରଭଙ୍ଗ ଦେଇଥିଲେ । ଯବାନଙ୍କ ପକ୍ଷରୁ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଥିବା ସୁଚନା ଦେଇଛନ୍ତି ସୁକୁମା ଏସପି କିରଣ ଚୌହାନ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login