The Ultimate Managed Hosting Platform
ADVERTISEMENT

ସୁରକ୍ଷାକର୍ମୀ କ୍ୟାମ୍ପ ଉପରେ ମାଓବାଦୀଙ୍କ ଆକ୍ରମଣ , ୨ ଯବାନ ଆହତ

Facebook
Twitter
LinkedIn

ମାଲକାନଗିରି : ଯବାନ-ନକ୍ସଲ ଗୁଳି ବିନିମୟ । ୨ କୋବ୍ରା ଯବାନ ଆହତ ହୋଇଛନ୍ତି । ଛତିଶଗଡ଼ ସୁକମା ଜିଲ୍ଲା ଥାନା ଚିନ୍ତଲନାର ଅଞ୍ଚଳରେ ଯବାନ – ଏବଂ ନକ୍ସଲ ମଧ୍ୟରେ ଗୁଳିବିନିମୟ ହୋଇଛି । ଗୁଳି ବିନିମୟରେ କୋବ୍ରାର ୨ ଯବାନର ଆହତ ହୋଇଛନ୍ତି ।ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ର ସୁକମା ଜିଲ୍ଲାରେ ସୁରକ୍ଷା କର୍ମୀ କ୍ୟାମ୍ପ ଉପରେ ମାଓବାଦୀଙ୍କ ଆକ୍ରମଣ। ସିଆରପିଏଫର ୨୦୬ କୋବ୍ରା ବାଟାଲିୟନ ଉପରେ ମାଓବାଦୀଙ୍କ ଆଖିବୁଜା ଗୁଳି ବର୍ଷା।ମାଓବାଦୀ ଗୁଳିରେ ଦୁଇ ଯବାନ ଗୁରୁତର। ଯବାନଙ୍କୁ ଚିକିତ୍ସା ପାଇଁ ଜଗଡଲପୁର ମେଡିକାଲ ପଠାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login