ଠାଣେ: ମହାରଷ୍ଟ୍ର ଠାଣେରେ ଥିବା ସୂତା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ । ମଙ୍ଗଳବାର ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇଥିବା ନେଇ ଖବର ନାହିଁ। ରିପୋର୍ଟ ମୁତାବକ, ଠାଣେର ଭିୱାଣ୍ଡି ଅଞ୍ଚଳରେ ଏହି ଘଟଣା ଘଟିଛି। ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ପାଇବା ମାତ୍ରେ ଅଗ୍ନିଶମ ଗାଡ଼ି ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା ଏବଂ ନିଆଁକୁ ଆୟତ୍ତ କରିଥିଲା।
ସେହିପରି ଠାଣେ ସହରରୁ ଆଉ ଏକ ଅଗ୍ନିକାଣ୍ଡ ଘଟଣା ସାମ୍ନାକୁ ଆସିଛି। ଏଠାରେ ମଙ୍ଗଳବାର ରାତିରେ ଏକ ଆବାସୀୟ ବିଲ୍ଡିଂ ପରିସରସ୍ଥ ପାର୍କିଂସ୍ଥଳୀରେ ନିଆଁ ଲାଗିଯାଇଥିଲା, ଯେଉଁଥିରେ ୩ଟି କାର୍ ସମେତ ୧୬ଟି ଗାଡ଼ି ଜଳି ପାଉଁଶ ହୋଇଯାଇଛି। ଏହି ଘଟଣାରେ କେହି ମୃତାହତ ହୋଇନାହାନ୍ତି। ସୂଚନା ମୁତାବକ, ମ୍ୟୁନିସିପାଲିଟି କର୍ପୋରେସନ୍ ମୁଖ୍ୟାଳୟ ନିକଟସ୍ଥ ଦୁଇ ମହଲା ପାର୍କିଂ କୋଠାର ଚ୧ ସ୍ତରରେ ଏହି ଘଟଣା ଘଟିଛି। ରାତି ପ୍ରାୟ ୧୨ଟା ୪୫ରେ ଏଠାରେ ନିଆଁ ଲାଗିଥିଲା। ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ରାତି ୧ଟା ୩୦ ମିନିଟ୍ ସୁଦ୍ଧା ନିଆଁକୁ ଆୟତ୍ତ କରିଥିଲା।
ସୂତା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







