The Ultimate Managed Hosting Platform
ADVERTISEMENT

 ସୂର୍ଯ୍ୟମନ୍ଦିରରେ ପ୍ରବେଶ ଶୁଳ୍କ ଛାଡ଼

Facebook
Twitter
LinkedIn

ମାର୍ଚ୍ଚ ୮ ମହିଳା ଦିବସ ଅବସରରେ ମଙ୍ଗଳବାର ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ ହୋଇଛି

। ଏନେଇ ସଂରକ୍ଷଣ ଅଧିକାରୀ ନୀରଜ ସିଂହ ସୂଚନା ଦେଇଛନ୍ତି । ସକାଳ ୬ରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସମସ୍ତ ପର୍ଯ୍ୟଟକ ବିନା ଶୁଳ୍କରେ ମନ୍ଦିର ଭିତରକୁ ପ୍ରବେଶ କରି ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିପାରିବେ । ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅନଲାଇନରେ ଅବଢା !

ଅନଲାଇନରେ ଅବଢା !

ପୁରୀ : ଅନଲାଇନରେ ଅନ୍ନପ୍ରସାଦ ବା ଅବଢା ମିଳିବା ନେଇ ବିଜ୍ଞାପନ । ଅବଢା ବିଜ୍ଞାପନ ସୋସିଆଲ ମିଡିଆରେ ଭାଇରାଲ । ଏକ ଫୁଡ ଆପ୍ଲିକେସନ ପକ୍ଷରୁ...

Login