The Ultimate Managed Hosting Platform
ADVERTISEMENT

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

Facebook
Twitter
LinkedIn

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆଗାମୀ ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା । ମୌସୁମୀ ସକ୍ରିୟ ରହିଥିବା ବେଳେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷିବ । ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୫ ତାରିଖରୁ ବଢିବ ବିସ୍ତୃତି । ୨୭ ତାରିଖ ଯାଏ ତିନି ଦିନ ବର୍ଷା ପରିମାଣ ଅଧିକ ରହିବ । କିଛି ସ୍ଥାନରେ ପ୍ରବଳ ଓ ଆଉ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଇଣ୍ଟରଲକିଂ ସିଷ୍ଟମ ତ୍ରୁଟି ଯୋଗୁଁ ଦୁର୍ଘଟଣା-ରେଳ ମନ୍ତ୍ରୀ

ଓଡିଶାରେ ହେବ ୨ଟି ସେମିକଣ୍ଡକ୍ଟର ୟୁନିଟ

ଭୁବନେଶ୍ୱର : ଓଡିଶାରେ ପ୍ରତିଷ୍ଠା ହେବ ୨ଟି ସେମିକଣ୍ଡକ୍ଟର ମ୍ୟାନୁଫ୍ୟାକ୍ଚରିଂ ୟୁନିଟ । ଭୁବନେଶ୍ୱରରେ ହେବ ସିଲିକନ କାର୍ବାଇଟ ସେମିକଣ୍ଡକ୍ଟର ୟୁନିଟ । ଥ୍ରି ଡି ଗ୍ଲାସ...

ADVERTISEMENT
ଏପ୍ରିଲ ୩୦ରୁ ଚାରିଧାମ ଯାତ୍ରା, ମାର୍ଚ୍ଚ ୧୧ରୁ ରେଜିଷ୍ଟ୍ରେସନ

ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା , ଆଗାମୀ ୩ ଦିନ କେଦାରନାଥ ଯାତ୍ରା ବନ୍ଦ

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡରେ ତାଣ୍ଡବ ରଚୁଛି ମୌସୁମୀ । ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇଉଠିଛି । ଏହି କାରଣରୁ ପାଣିପାଗ ବିଭାଗ ଆଜି ରେଟ୍...

ପୁଞ୍ଚ ରାଜମାର୍ଗରେ ଭୂସ୍ଖଳନ, ରାଜୈାରୀରେ ସମସ୍ତ ସ୍କୁଲ ବନ୍ଦ

ପୁଞ୍ଚ ରାଜମାର୍ଗରେ ଭୂସ୍ଖଳନ, ରାଜୈାରୀରେ ସମସ୍ତ ସ୍କୁଲ ବନ୍ଦ

ଜମ୍ମୁ : ଜମ୍ମୁ କଶ୍ମୀର ପୁଞ୍ଚ ରାଜମାର୍ଗରେ ଲଗାତାର ବର୍ଷା ଯୋଗୁଁ ଭୂସ୍ଖଳନ ହୋଇଛି । ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ଅଖନୁର ନିକଟରେ ପାହାଡରୁ...