The Ultimate Managed Hosting Platform
ADVERTISEMENT

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଦଶହରାରେ ବର୍ଷା ଆଶଙ୍କା

Facebook
Twitter
LinkedIn

ଭୁବନେଶ୍ୱର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଘୂର୍ଣ୍ଣିବଳୟ ଟି କାଳକ୍ରମେ ଉତ୍ତର -ପଶ୍ଚିମ ଦିଗକୁ ଗତି କରିବ । ଉତ୍ତରପଶ୍ଚିମକୁ ଗତି କରି ଲଘୁଚାପର ରୂପ ନେବା ସମ୍ଭାବନା । ୨୦ ତାରିଖ ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା । ଏ ନେଇ ଆଇଏମଡି ପକ୍ଷରୁ ସୂଚନା ମିିଳିଛି । ପାଣିପାଗ ବିଭାଗର ସୂଚନା ମୁତାବକ ୨୫ ତାରିଖ ବେଳକୁ ବର୍ଷାର ପରିମାଣ ବଢିବ । ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ କରି କୁହାଯାଇଛି ଯେ ୨୧ରେ ଲଘୁଚାପ ସମ୍ଭାବନା ଥିବାବେଳେ ୨୩ରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ଗତକାଲିର ଘୂର୍ଣ୍ଣିବଳୟ ଦକ୍ଷିଣପୂର୍ବ ବଙ୍ଗୋପସାଗର ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳର ତଳଭାଗରେ ସକ୍ରିୟ ରହିଛି , ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ୨୧ ତାରିଖ ସକାଳ ବେଳକୁ ଏହା ପ୍ରଭାବରେ ବଙ୍ଗୋପସାଗରର ମଧ୍ୟଭାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login