The Ultimate Managed Hosting Platform
ADVERTISEMENT

ସୃଷ୍ଟି ହେଲା ଲଘୁଚାପ

Facebook
Twitter
LinkedIn

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଘୁର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି । ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ ବିଭାଗର ସୂଚନା । ଆସନ୍ତାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ସମ୍ଭାବନା ।
ପରେ ଏହା ଆହୁରି ଘନୀଭୂତ ହେବା ସହ ଉତର ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସାମୁଦ୍ରିକ ଝଡର ରୂପ ନେଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ପରେ ୧୧ ତାରିଖାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ ଏହି ସାମୁଦ୍ରିକ ଝଡ । ଏହାପରେ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରିବ । ଏଭଳି ଭାବେ ବାଂଲାଦେଶ ଓ ମିଆଁମାର ଉପକୂଳ ମୁହାଁ ହେବ ବାତ୍ୟା । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login