The Ultimate Managed Hosting Platform
ADVERTISEMENT

ସୃଷ୍ଟି ହେଲା ଲଘୁଚାପ , ୩୧ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୩୧ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଘଡଘଡି ସହ ଦଲକା ଦଲକା ପବନ ବହିବା ନେଇ ପୂର୍ବାନୁମାନ । ସତର୍କ ରହିବାକୁ ସୂଚନା ଜାରି କଲା ।ଞ୍ଚଳିକ ପାଣିପାଗ କେନ୍ଦ୍ର । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେବ। ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବର୍ଷା ଓ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି । ଆଜିଠାରୁ ଜୁନ ୧ ତାରିଖ ପର୍ୟ୍ୟନ୍ତ ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଏହା ସହ ଏକ ଟ୍ରପ ଲାଇନ ମଧ୍ୟ ସକ୍ରିୟ ରହିଛି । ପ୍ରବଳ ବର୍ଷା ଓ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ କିଛି କିଛି ସ୍ଥାନରେ ପବନର ବେଗ ୪୦ରୁ ୫୦ କିଲୋମିଟର ଯାଏ ରହିପାରେ । ରାଜ୍ୟରେ ପ୍ରାକ ମୌସୁମୀ ବର୍ଷା ଜାରି ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login