The Ultimate Managed Hosting Platform
ADVERTISEMENT

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

Facebook
Twitter
LinkedIn

ନୂଆଦିଲ୍ଲୀ : ଲଦାଖର ଗାଲୱାନ୍ ଉପତ୍ୟକାର ଚାରବାଗ୍ଠାରେ ଏକ ସେନା ଗାଡ଼ି ଉପରେ ବଡ଼ ପଥର ଖଣ୍ଡ ଖସିବା ଯୋଗୁ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦୁଇ ଜଣ ସେନା ଅଧିକାରୀ ସହିଦ ହୋଇଛନ୍ତି ଏବଂ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ବିମାନ ଯୋଗେ ଲେହର ଏକ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେନା ଗାଡ଼ି ଦୁର୍ବୁକ୍ରୁ ଚୋଙ୍ଗତାସ୍ ଏକ ତାଲିମ ଯାତ୍ରାରେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଦୁର୍ଘଟଣା ସମ୍ପର୍କରେ ସେନାର ବିବୃତିରେ କୁହାଯାଇଛି, ଆହତ ସୈନିକମାନଙ୍କୁ ଲେହସ୍ଥିତ ୧୫୩ ଜିଏଚକୁ ନିଆଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନୈାସେନାର ଏଫ-୩୫ ଫାଇଟର ଜେଟ ଦୁର୍ଘଟଣାଗ୍ରସ୍ତ

ନୈାସେନାର ଏଫ-୩୫ ଫାଇଟର ଜେଟ ଦୁର୍ଘଟଣାଗ୍ରସ୍ତ

ଆମେରିକା : ଆମେରିକାରେ ନୌସେନାର ଏଫ-୩୫ ଫାଇଟର ଜେଟ୍ ଦୁର୍ଘଟଣାଗ୍ରସ୍ତ । କେନ୍ଦ୍ରୀୟ କାଲିଫର୍ଣ୍ଣିଆର ନାଭାଲ ଏୟାର ଷ୍ଟେସନ ଲିମୋର ନିକଟରେ ଏହି ଦୁର୍ଘଟଣା ହୋଇଛି ।...

ADVERTISEMENT
ଆସିଲା “ସୁଭଦ୍ରା” ଦ୍ୱିତୀୟ କିସ୍ତି ଟଙ୍କା

ଜୟପୁରରୁ ସୁଭଦ୍ରା ୩ୟ କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୯ ତାରିଖରେ ଜୟପୁରରୁ ସୁଭଦ୍ରା ତୃତୀୟ କିସ୍ତି ଅର୍ଥ ବାଣ୍ଟିବେ ମୁଖ୍ୟମନ୍ତ୍ରୀ । କୋଟିଏରୁ ଉଦ୍ଧ୍ୱର୍ ହିତାଧିକାରୀଙ୍କୁ ଏକକାଳୀନ ଯିବ ସୁଭଦ୍ରା ଅର୍ଥ ।...

Login