The Ultimate Managed Hosting Platform
ADVERTISEMENT

ସୋମବାର ଠାରୁ ଖୋଲିବ ପ୍ରଥମରୁ ସପ୍ତମ ଶ୍ରେଣୀ

Facebook
Twitter
LinkedIn

ଭୁବନେଶ୍ୱର : କରୋନା ଆତଙ୍କ କମୁଛି । କେସ୍ ମଧ୍ୟ କମିବାରେ ଲାଗିଛି । ତେବେ ସ୍କୁଲ ଖୋଲିବା ନେଇ ୨୫ ତାରିଖରେ ବିଭାଗର ସମୀକ୍ଷା ବୈଠକ ବସିଥିଲା । ବୈଠକରେ ସ୍କୁଲ ଖୋଲିବା ଉପରେ ଆଲୋଚନା ହୋଇଛି । ସୋମବାର ଠାରୁ ପ୍ରଥମରୁ ସପ୍ତମ ଶ୍ରେଣୀ କ୍ଲାସ ଖୋଲିବ । ସପ୍ତାହ ସାରା କେବଳ ଆକ୍ଟିଭ କରାଯିବ, ପାଠ ପଢ଼ାଯିବ ନାହିଁ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ପିଲାମାନେ ଦୁଇ ବର୍ଷ ହେବ ସ୍କୁଲରେ ପାଠ ପଢି ନାହାଁନ୍ତି । ଏଥିପାଇଁ ସ୍ୱତନ୍ତ୍ର ପୁସ୍ତିକା ପ୍ରକାଶ କରାଯାଇ ପିଲାଙ୍କ କୋର୍ସରେ ମିଶ୍ରଣ କରାଯିବ। ଯାହାଫଳରେ ପିଲାମାନେ ପଛେଇ ଯିବେ ନାହିଁ । ଦଶମ ଦ୍ୱାଦଶ ପରୀକ୍ଷା ନେଇ ସମୀକ୍ଷା କରାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବିଭିନ୍ନ ଷ୍ଟେଟ ହୋଲ୍‌ଡରଙ୍କ ସହ ଆଲୋଚନା ଜାରି ରଖିଛନ୍ତି । ଦୁଇ ବୋର୍ଡ଼ ରିପୋର୍ଟ ଆଧାରରେ ପରୀକ୍ଷା ନିଷ୍ପତ୍ତି ନିଆଯିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login