The Ultimate Managed Hosting Platform
ADVERTISEMENT

ସେୟାର ବଜାରରେ ଯୁଦ୍ଧ ଝଡ, ଖସିଲା ସେନସେକ୍ସ-ନିଫ୍ଟ

Facebook
Twitter
LinkedIn

ନୂଆଦିଲ୍ଲୀ : ସେୟାର ବଜାର ଉପରେ ଇରାନ-ଇସ୍ରାଏଲ ଯୁଦ୍ଧ ପ୍ରଭାବ । କାରବାର ଆରମ୍ଭରୁ ଖସିଲା ସେନସେକ୍ସ ଓ ନିଫ୍ଟ । ସେନସେକ୍ସ ୫୦୦ ପଏଣ୍ଟ ଓ ନିଫ୍ଟ ୨୦୦ ପଏଣ୍ଟ ଖସିଲା । ସକାଳ ୯.୪୫ ରେ, ସେନସେକ୍ସ ୮୧,୫୬୦ ପଏଣ୍ଟ ଏବଂ ନିଫ୍ଟି ୨୪,୮୫୯ ପଏଣ୍ଟରେ ଥିଲା। ବିଶ୍ୱ ମାନ୍ଦାବସ୍ଥା ପରେ ଭାରତୀୟ ବଜାରରେ ମଧ୍ୟ ସେୟାର୍ ବଜାର ହ୍ରାସ ଘଟିଛି। ସେହିପରି ଏନର୍ଜୀ ମାର୍କେଟରେ ମଧ୍ୟ ପ୍ରଭାବ। ଅଶୋଧିତ ତେଲ ଦର ବ୍ୟାରେଲ ପିଛା ୨ ପ୍ରତିଶତ ବଢିଛି । ବିଶ୍ବର ପଞ୍ଚମ କ୍ରୁଡ ଅଏଲ ତଥା ଇରାନ ଷ୍ଟ୍ରେଟ ଅଫ ହାର୍ମୁଜ ବନ୍ଦ କରିବାକୁ ଅଶୋଧିତ ତେଲ ଦର ବଢିଛି । ଇରାନ ହେଉଛି ବିଶ୍ବର ନବମ ତେଲ ଉତ୍ପାଦନକାରୀ ସଂସ୍ଥା । ଏବଂ ଦିନକୁ ପ୍ରାୟ ୩ ଦଶମିକ ୩ ମିଲିୟନ ବ୍ୟାରେଲ କ୍ରୁଡ ଅଏଲ ଉତ୍ପାଦନ କରିଥାଏ । ଯୁଦ୍ଧ ଯୋଗୁ ଏବେ ତେଲ ବଜାରରେ ପ୍ରଭାବ ପଢିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login