The Ultimate Managed Hosting Platform
ADVERTISEMENT

ସୋରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୭ ବଖରା

Facebook
Twitter
LinkedIn

ସୋର : ସୋରରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୭ ବଖରା ଘର । ସୋର ବ୍ଲକ ନଟାପଡା ପଞ୍ଚାୟତ ଚହଳିଗାଁ ଗ୍ରାମର ରାଜେନ୍ଦ୍ର ଭଞ୍ଜଙ୍କ ଘରେ ଅଗ୍ନିକାଣ୍ଡ ଘଟି ୭ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାୁଁଶ ହୋଇଯାଇଛି । ଆଜି ମଧ୍ୟାହ୍ନରେ ରାଜେନ୍ଦ୍ରଙ୍କ ସ୍ତ୍ରୀ ରୋଷେଇ କରୁଥିବା ବେଳେ ଚାଳ ଘରେ ଅଗ୍ନିକାଣ୍ଡ ଘଟିଥିଲା । ସ୍ଥାନୀୟ ଲୋକେ ନିଆଁକୁ ଆୟତ୍ତ କରିବା ସହ ସୋର ଅଗ୍ନିଶ୍ମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ୍ଗ୍ନିଶମ ବାହିନୀ ପହଁଚିଲା ବେଳକୁ ୭ ବଖରା ଘର ସହ ଲକ୍ଷାଧିକ ଟଙ୍କାର ସମ୍ପତି ପୋଡି ପାଉଁଶ ହୋଇ ଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login