The Ultimate Managed Hosting Platform
ADVERTISEMENT

ସ୍କର୍ପିଓ-ଟ୍ରେଲର ମୁହାଁମୁହିଁ ଧକ୍କା ; ୪ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ରାଜସ୍ଥାନ : ରାଜସ୍ଥାନର ବାଲୋତ୍ରାର ସିନ୍ଦାରି ଥାନା ସୀମା ଅନ୍ତର୍ଗତ ସଦା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଏକ ସ୍କର୍ପିଓ ମୁହାଁମୁହିଁ ଧକ୍କା ହେବା ଫଳରେ ନିଆଁ ଲାଗିବାରୁ ୪ ଜଣ ସାଙ୍ଗ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି । ବୁଧବାର ମଧ୍ୟରାତ୍ରିରେ ମେଗା ହାଇୱେରେ ଏହି ଦୁର୍ଘଟଣା ଘଟିଛି । ପୋଲିସ ସୂଚନା ଅନୁଯାୟୀ, ଗୁଡାମାଲାନିର ଦାବାଦ ଗାଁର ପାଞ୍ଚ ଜଣ ଯୁବକ କାମ ସାରି ସିନ୍ଦାରିରୁ ଘରକୁ ଫେରୁଥିବା ବେଳେ ସେମାନଙ୍କ ସ୍କର୍ପିଓ ସେମାନଙ୍କ ଗାଁ ପୂର୍ବରୁ ପ୍ରାୟ ୩୦ କିଲୋମିଟର ଦୂରରୁ ଆସୁଥିବା ଏକ ଟ୍ରେଲରକୁ ଧକ୍କା ଦେଇଥିଲା । ଧକ୍କା ହୋବର କିଛି ମୁହୂର୍ତ୍ତ ପରେ ଉଭୟ ଗାଡ଼ିରେ ନିଆଁ ଲାଗି ଯାଇଥିଲା । ମୃତ ଯୁବକଙ୍କ ବୟସ ୨୦ ରୁ ୩୫ ବର୍ଷ ମଧ୍ୟରେ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ଭୁବନେଶ୍ୱର : ଟ୍ରାଫିକ ନିୟମ ଉଲଂଘନ କରୁଥିଲେ ସାବଧାନ । ବାତିଲ ହେବ ଗାଡି ରେଜିଷ୍ଟ୍ରେସନ ଲାଇସେନ୍ସ । ବ୍ଲାକ୍ ଲିଷ୍ଟ ହୋଇପାରେ ଆପଣଙ୍କ ଗାଡ଼ି ।...

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟ : ଗୁଜୁରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡି ସବୁ ମନ୍ତ୍ରୀଙ୍କ ଇସ୍ତଫା । ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସ୍କର୍ପିଓ-ଟ୍ରେଲର ମୁହାଁମୁହିଁ ଧକ୍କା ; ୪ ଜଣଙ୍କର ଚାଲିଗଲା ଜୀବନ

ରାଜସ୍ଥାନ : ରାଜସ୍ଥାନର ବାଲୋତ୍ରାର ସିନ୍ଦାରି ଥାନା ସୀମା ଅନ୍ତର୍ଗତ ସଦା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି ।...

Login