The Ultimate Managed Hosting Platform
ADVERTISEMENT

ସ୍କାଉଟ ଗାଇଡ୍ ମାନଙ୍କ ଦ୍ବାରା ରକ୍ଷାବନ୍ଧନ ଉତ୍ସବ ପାଳିତ

Facebook
Twitter
LinkedIn

ଭୁବନେଶ୍ୱର : ଗତକାଲି ପବିତ୍ର ରକ୍ଷାବନ୍ଧନ ଉତ୍ସବ ପାଳନ ଅବସରରେ ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡିସ୍ ତରଫରୁ ଗାଇଡସ୍ ମାନେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମାନ୍ୟବର ବିରୋଧ ଦଳ ନେତା ନବୀନ ପଟ୍ଟନାୟକ, ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା, ଏସଟି ଓ ଏସସି ବିକାଶ, ସଂଖ୍ୟାଲକ୍ଷୁ ଓ ପଛୁଆ ବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଏବଂ ଦିବ୍ୟାଙ୍ଗ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡସ୍ର ଉପସଭାପତି ତଥା ମାନ୍ୟବର ବିଧାୟକ (ଭୁବନେଶ୍ଵର ମଧ୍ୟ) ଅନନ୍ତ ନାରାୟଣ ଜେନା, ମାନ୍ୟବର ବିଧାୟକ (ଭୁବନେଶ୍ଵର ଉ ର) ସୁଶାନ୍ତ କୁମାର ରାଉତ ଏବଂ ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡସ୍ର ଉପସଭାପତି ଟି.ପ୍ରସାଦ ରାଓ ଦୋରା, ରାଜ୍ୟ ମୁଖ୍ୟ କମିଶନର ଡଃ. କାଳିପ୍ରସାଦ ମିଶ୍ରଙ୍କ ହାତରେ ରାକ୍ଷୀ ବାନ୍ଧି ରକ୍ଷାବନ୍ଧନର ଶୁଭେଚ୍ଛା ଜଣାଇଛନ୍ତି ।

ଓଡିଶାର ସମସ୍ତ ଜିଲ୍ଲାରେ ଗାଇଡ୍ ମାନେ ରେଲୱେ ଷ୍ଟେସନ, ଜେଲ, ବିଭିନ୍ନ ଛକମାନଙ୍କରେ କାର୍ୟ୍ୟରତ ଥିବା ପୋଲିସ୍ର କର୍ମକ , ଟ୍ରାଫିକ୍ କର୍ମକ ଏବଂ ଜନସାଧାରଣମାନଙ୍କୁ ରାକ୍ଷୀ ବାନ୍ଧି ପବିତ୍ର ଦିବସଟିକୁ ପାଳନ କରିଥିଲେ । ଏତଦ୍ ବ୍ୟତୀତ ରେଞ୍ଜରମାନେ ଦେଶର ବର୍ଡରରେ କାମ କରୁଥିବା ଜବାନ ମାନଙ୍କ ପାଇଁ ମଧ୍ୟ ରାକ୍ଷୀ ପଠାଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login