The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ସ୍କୁଟି-ବାଇକ ମୁହାଁମୁହିଁ ଧକ୍କା

Facebook
Twitter
LinkedIn

ନବରଙ୍ଗପୁର : ସ୍କୁଟି ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଘଟଣାସ୍ଥଳରେ ଚାଲିଗଲା ୨ ଜଣଙ୍କର ଜୀବନ । ନବରଙ୍ଗପୁର ଥାନା ଚାଉଁରିଆଗୁଡା ନିକଟ ହୋଟେଲ ସାମ୍ନାରେ ଘଟିଛି ଦୁର୍ଘଟଣା । ମୃତକ ହେଲେ ଅମିତ ବାଘ ଓ ତ୍ରିଲୋଚନ ଯାନୀ । ଉଭୟ ଅମିଚ ଓ ତ୍ରିଲୋଚନ ନିଜ ନିଜ ବାଇକରେ ଘରକୁ ଫେରୁଥିବା ବେଳେ ଧକ୍କା ହୋଇଥିଲା ।. ଅମିତଙ୍କ ଘର ବଡ ଡାଇଭଟ୍ଟା ହୋଇଥିବା ବେଳେ ତ୍ରିଲୋଚନର ଘର ନବରଙ୍ଗପୁର ସହରରେ । ତେବେ ଦୁର୍ଘଟଣା ବାବଦରେ ପୋଲିସ ଜାଣିବା ପରେ ଘଟଣାସ୍ଥଳରେ ପହଁଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ଗୃହରେ ରଖାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login