ସୁନ୍ଦରଗଡ : ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗୁଛି । ପ୍ରତିଦିନ ନୂଆ ପଜିଟିଭ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ସୁନ୍ଦରଗଡ ଜିଲ୍ଲାରେ ବେକାବୁ ହୋଇଛି ଆକ୍ରାନ୍ତଙ୍କ ସଂଖ୍ୟା । ଗୋଟିଏ ଦିନରେ ପୁଣି ସ୍କ୍ରବ ଟାଇଫସ ପଜିଟିଭ ଚିହ୍ନଟ ହୋଇଛନ୍ତି । ୯୯ ନମୂନାରୁ ୧୪ ପଜିଟିଭ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡରେ ପଜିଟିଭ ସଂଖ୍ୟା ୪୩୦ରେ ପହଁଚିଛି ।
Views: 81