The Ultimate Managed Hosting Platform
ADVERTISEMENT

ସ୍କ୍ୱାଶରେ ପାକିସ୍ତାନକୁ ହରାଇ ସ୍ୱର୍ଣ୍ଣ ଜିତିଲା ଭାରତ

Facebook
Twitter
LinkedIn

ନୂଆଦିଲ୍ଲୀ : ୧୯ତମ ଏସୀୟ କ୍ରୀଡ଼ାର ଆଜି ହେଉଛି ସପ୍ତମ ଦିନ । ଭାରତର ସ୍ୱର୍ଣ୍ଣ ପଦକ ସଂଖ୍ୟା ୧୦ରେ ପହଞ୍ଚିଛି । ଭାରତୀୟ ଖେଳାଳିମାନେ ପ୍ରତିଦିନ ଚମତ୍କାର ପ୍ରଦର୍ଶନ କରୁଛନ୍ତି । ଚୀନର ହଙ୍ଗଝୋଉରେ ଚାଲିଥିବା ଏହି କ୍ରୀଡ଼ାରେ ଶନିବାର ସ୍କ୍ୱାଶରେ ଭାରତୀୟ ପୁରୁଷ ଦଳକୁ ସ୍ୱର୍ଣ୍ଣ ପଦକ ମିଳିଛି । ଭାରତୀୟ ଦଳ ପାକିସ୍ତାନକୁ ୨-୧ରେ ହରାଇ ସ୍ୱର୍ଣ୍ଣ ଜିତିଛି । ଏହା ପୂର୍ବରୁ ରୋହନ ବୋପନ୍ନା ଏବଂ ଋତୁଜା ଭୋସଲେ ଟେନିସ ମିକ୍ସଡ ଡବଲ୍ସରେ ସ୍ୱର୍ଣ୍ଣ ଜିତିଥିଲେ । ଭାରତର ମୋଟ ମେଡାଲ ସଂଖ୍ୟା ୩୬ରେ ପହଞ୍ଚିଛି । ଏଥିରେ ୧୦ ସ୍ୱର୍ଣ୍ଣ, ୧୩ ରୌପ୍ୟ ଏବଂ ୧୩ ବ୍ରୋଞ୍ଜ ସାମିଲ ଅଛି । ଭାରତୀୟ ମେଡାଲ ଟାଲିରେ ଚତୁର୍ଥ ସ୍ଥାନରେ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login