The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ସ୍ତ୍ରୀକୁ ଠେଙ୍ଗାରେ ପିଟି ମାରିଦେଲା ସ୍ୱାମୀ

Facebook
Twitter
LinkedIn

ତେଲକୋଇ :ସ୍ତ୍ରୀର ଜୀବନ ନେଲା ସ୍ୱାମୀ । ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲ୍ୟା ସ୍ୱାମୀ । ନୟାକୋଟ ଥାନା ବଂଶାପାଳ ବ୍ଲକ କାଦଡିହା ଗାଁରେ ହତ୍ୟାକାଣ୍ଡ । ପାରିବାରିକ କଳହରୁ ହତ୍ୟା କରିଥିବା ନେଇ ସୂଚନା ରହିଛି । ଅଭିଯୁକ୍ତ ସ୍ୱାମୀ ଗିରଫ ହୋଇଥିବା ବେଳେ ପୋଲିସ ଘଟଣାର ତଦନ୍ତ ଚଳାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login