ଭୁବନେଶ୍ୱର : ମୈତ୍ରୀ ବିହାର ହତ୍ୟା ଘଟଣାର ଫର୍ଦ୍ଦାଫାସ । ସ୍ତ୍ରୀକୁ ପିଟି ପିଟି ହତ୍ୟା କରିଥିଲା ସ୍ୱାମୀ , ଅଟକ ରଖିଲା ପୋଲିସ । ସ୍ତ୍ରୀକୁ ପିଟିପିଟି ହତ୍ୟା କରିବା ପରେ ମୃତଦେହକୁ ଘରେ ବନ୍ଦ କରି ରଖିଥିଲା ସ୍ବାମୀ। ଘରୁ ଦୁର୍ଗନ୍ଧ ବାହାରିବାରୁ ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ହତ୍ୟାକାଣ୍ଡର ପର୍ଦ୍ଦାଫାସ ହୋଇଛି। ମୃତଦେହକୁ ଉଦ୍ଧାର କରିବା ସହ ଅଭିଯୁକ୍ତ ସ୍ବାମୀକୁ ଅଟକ ରଖି ସାଇଣ୍ଟିଫିକ ଟିମ୍ ସହାୟତାରେ ତଦନ୍ତ କରୁଛି ପୋଲିସ। ଅଭିଯୁକ୍ତ ହେଉଛି ଗଞ୍ଜାମ ଅଞ୍ଚଳର ଗୌରବ ଜେନା ।
ସୂଚନା ଅନୁଯାୟୀ, ନିଶାଦ୍ରବ୍ୟ ଖାଇ ରାତିରେ ଘରକୁ ଫେରିଥିଲେ ସ୍ୱାମୀ ଗୌରବ ଜେନା। ସ୍ତ୍ରୀ ବାରଣ କରିବାରୁ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀ କୁ ଧାରୁଆ ଅସ୍ତ୍ରରେ ମୁଣ୍ଡକୁ ପିଟିପିଟି ହତ୍ୟା କରିଥିଲା ଗୌରବ। ସ୍ତ୍ରୀକୁ ହତ୍ୟା କରିବା ପରେ ଶବ ଏବଂ ତାଙ୍କର ୩ଟି ଛୁଆଙ୍କୁ ଘର ଭିତରେ ବନ୍ଦ କରି ରଖିଥିଲା ଅଭିଯୁକ୍ତ । ନିଜେ ମଧ୍ୟ ବାହାରକୁ ବାହାରି ନଥିଲା । ଘରୁ ଦୁର୍ଗନ୍ଧ ବାହାରିବାରୁ ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ।ମୃତଦେହକୁ ଉଦ୍ଧାର କରି ତଦନ୍ତ କରୁଛି ପୋଲିସ ।
ସ୍ତ୍ରୀ ଶବ ସହ ତିନି ଦିନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











