The Ultimate Managed Hosting Platform
ADVERTISEMENT

ସ୍ନାନ କଲେ ଚତୁର୍ଦ୍ଧା ମୂରତି

Facebook
Twitter
LinkedIn

ପୁରୀ : ସ୍ନାନ କଲେ ଚତୁର୍ଦ୍ଧା ମୂରତି । ମଙ୍ଗଳ ଆଳତୀ, ମଇଲମ, ଅବକାଶ ପରେ ଆରମ୍ଭ ହୋଇଛି ସ୍ନାନନୀତି । ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭ୍ରଦ, ଦେବୀ ସୁଭଦ୍ରାଙ୍କୁ ସ୍ନାନ ମଣ୍ଡପରେ ୧୦୮ କଳସ ଜଳରେ ସ୍ନାନ କରାଯାଇଛି । ଶ୍ରୀଜଗନ୍ନାଥଙ୍କୁ ୩୫ ଗରା ଓ ବଳଭଦ୍ରଙ୍କୁ ୩୩ ଗରା ଜଳରେ ସ୍ନାନ କରାଯାଇଥିବା ବେଳେ ସୁଭଦ୍ରାଙ୍କୁ ୨୨ ଗରା ଓ ସୁଦର୍ଶନଙ୍କୁ ୧୮ ଗରା ଜଳରେ ଅଭିଷେକ କରାଯାଇଥିଲା । ଶ୍ରୀଜୀଉଙ୍କ ମହାସ୍ନାନ ପରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ପାରମ୍ପରିକ ରମଜାନରେ ବସି ସ୍ନାନ ମଣ୍ଡପରେ ପହଞ୍ଚିବେ ଏବଂ ଛେରାପହଁରା ପରେ ବିଧି ଅନୁଯାୟୀ ଆଳତି କରିବେ । ଶ୍ରୀଜିଉମାନେ ଧାରଣ କରିବେ ଗଜାନନ ବେଶ ବା ହାତୀ ବେଶ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login