The Ultimate Managed Hosting Platform
ADVERTISEMENT

ସ୍ପଷ୍ଟ ଚିହ୍ନିତ ହେଲା ଲଘୁଚାପ କ୍ଷେତ୍ର, ୧୦ ଓ ୧୧ରେ ବର୍ଷା

Facebook
Twitter
LinkedIn

ଭୁବନେଶ୍ୱର : ସୃଷ୍ଟ ଲଘୁଚାପ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା । ଦକ୍ଷିଣ ପଶ୍ଚିମ ପାଶ୍ୱର୍ବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ । ଆଗାମୀ ୨୪ ଘଣ୍ଟା ଯାଏଁ ନିଜର ତୀବ୍ରତା ବଜାୟ ରଖିବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦୁର୍ବଳ ହେବ ଲଘୁଚାପ । ଏହା ପ୍ରଭାବରେ ୧୦ ଓ ୧୧ ତାରିଖରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି । ତେବେ ଆଜି ଓ ଆସନ୍ତାକାଲି ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।
ସେହିପରି ଆଜି କିଛି କିଛି ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି । ୯ତାରିଖରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟପଟେ ଗତକାଲ୍ ରାଜ୍ୟର ୧୦ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ୪୨.୭ ଡିଗ୍ର ସହ ଅନୁଗୁଳ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login