The Ultimate Managed Hosting Platform
ADVERTISEMENT

ସ୍ବାମୀ ବିବେକାନନ୍ଦ ସ୍ମାରକୀ ମହାବିଦ୍ୟାଳୟ ଠାରେ ନୂଆ-ଓ କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ ଅନୁଷ୍ଠିତ

Facebook
Twitter
LinkedIn

ଜଗତସିଂହପୁର : ଜଗତସିଂହପୁର ସଦରସ୍ଥିତ ସ୍ୱାମୀ ବିବେକାନନ୍ଦ ସ୍ମାରକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସ୍ୱାମୀ ବିବେକାନନ୍ଦ ସ୍ମାରକ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଆୟୋଜିତ ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉଦଜାପନି ଉତ୍ସବରେ ମାନ୍ୟବର ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ମୁଖ୍ୟଅତିଥିଭାବେ ଯୋଗଦେଇ ରାଜ୍ୟସରକାରଙ୍କ ଏହି ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଛାତ୍ରଛାତ୍ରୀମାନଙ୍କ ପ୍ରତି ଉପାଦେୟତା ସମ୍ପର୍କରେ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ନିଜର ବକ୍ତବ୍ୟରେ ସୂଚନା ଦେଇଥିଲେ ଓ ଏହି କାର୍ୟ୍ୟକ୍ରମ ଦ୍ବାରା ଛାତ୍ରଛାତ୍ରୀମାନଙ୍କର ଶାରୀରିକ ଓ ମାନସିକ ଅଭିବୃଦ୍ଧି ଉପରେ ବହୁ ଉପାଦେୟ ବୋଲି କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ସମ୍ନାନିତ ଅତିଥିଭାବେ ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ମାନ୍ୟବର ସାଂସଦ ଡାକ୍ତର ରାଜଶ୍ରୀ ମଲ୍ଲିକ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login