The Ultimate Managed Hosting Platform
ADVERTISEMENT

ସ୍ୱଭାବିକ ନୀତିକାନ୍ତି, ୩ ଦିନ ଉପାସ ରହିବା ପରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଲାଗି ହେଲା ଭୋଗ

Facebook
Twitter
LinkedIn

ଭୁବନେଶ୍ୱର : ଆରମ୍ଭ ହେଲା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତି । ୩ ଦିନ ଉପାସ ରହିବା ପରେ ଆଜି ଲାଗି ହେଲା ଭୋଗ । ଟ୍ରଷ୍ଟ ବୋର୍ଡରୁ ପୂଜାପଣ୍ଡା ନିଯୋଗ ଓ ବ୍ରାହ୍ମଣ ନିଯୋଗ ଇସ୍ତଫା ଦେବା ପରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ସ୍ୱାଭାବିକ ହୋଇଥିବା ସୂଚନା ମିଳିଛି ।
ଜମି ବିବାଦ ତଥା ସେବା ପାଇଁ ସେବାୟତଙ୍କୁ ଦିଆଯାଇଥିବା ଜମି ଉପରେ ନିର୍ମାଣ କାର୍ୟ୍ୟକୁ ବିରୋଧ କରି ଦୁଇ ସେବାୟକ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ଆରମ୍ଭ ହୋଇଥିଲା । ଫଳରେ ଶ୍ରୀଲିଙ୍ଗରାଜଙ୍କ ନୀତି ବନ୍ଦ କରିଦେଇଥିଲେ ସେବାୟତ । ଆଜି ଏହା ସ୍ୱାଭାବିକ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login