The Ultimate Managed Hosting Platform
ADVERTISEMENT

ସ୍ୱରୁପ ନାୟକଙ୍କ ପରଲୋକ

Facebook
Twitter
LinkedIn

ଭୁବନେଶ୍ୱର : ସଙ୍ଗୀତ ନିଦେ୍ର୍ଦଶକ ସ୍ୱରୁପ ନାୟକଙ୍କ ପରଲୋକ । ଦୀର୍ଘଦିନ ଧରି କ୍ୟାନସରରେ ପୀଡିତ ଥିଲେ ସ୍ୱରୁପ । ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଓଡିଆ ଆଧୁନିକ ସଙ୍ଗୀତର ସ୍ରଷ୍ଟା ଥିଲେ ସ୍ୱରୂପ ନାୟକ । ବହୁ ଓଡିଆ ଫିଲ୍ମରେ ସଙ୍ଗୀତ ନିଦେ୍ର୍ଦଶନା ଦେଇଛନ୍ତି । ତାଙ୍କ ପରଲୋକରେ ସାରା ଓଲିଇଡ ଜଗତରେ ଶୋକର ଛାୟା ଖେଳିଯାଇଛି । ସେ ଅନେକ ଓଡିଆ ଫିଲ୍ମରେ ମଧ୍ୟ ଅଭିନୟ କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login