ଭୁବନେଶ୍ୱର : ସ୍ୱାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ । ରାଜ୍ୟସ୍ତରରେ ମଧ୍ୟ ସ୍ଵାଧୀନତା ଦିବସ ପାଳନ ନେଇ ଜୋରଦାର ପ୍ରସ୍ତୁତି ଚାଲିଛି । ସ୍ବାଧୀନତା ଦିବସ ଅବସରରେ ଉଭୟ ରାଜ୍ୟ ଓ ଜିଲ୍ଲାସ୍ତରରେ ପତାକା ଉତ୍ତୋଳନ ସହ ବିଭିନ୍ନ କାର୍ୟ୍ୟକ୍ରମ ଆୟୋଜିତ ହେବ । ତେବେ ଚଳିତ ବର୍ଷ ରାଜ୍ୟରେ କିଏ କେଉଁ ସ୍ଥାନରେ ପତାକା ଉତ୍ତୋଳନ କରିବେ ସେନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ତାଲିକା ପ୍ରକାଶ ପାଇଛି । ଆସନ୍ତୁ ଜାଣିବା ….. ଭୁବନେଶ୍ୱରରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦୁଝର-ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ , କଟକ-ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ସମ୍ବଲପୁର-ସୁରେଶ ପୂଜାରୀ, ବଲାଙ୍ଗୀର-ରବି ନାଏକ, କଳାହାଣ୍ଡି-ନିତ୍ୟାନନ୍ଦ ଗଣ୍ଡ, କନ୍ଧମାଳ-କୃଷ୍ଣଚନ୍ଦ୍ର ପାତ୍ର, ପୁରୀ- ପୃଥ୍ୱୀରାଜ ହରିଚନ୍ଦନ, ସୁନ୍ଦରଗଡ-ମୁକେଶ ମହାଲିଙ୍ଗ, ଗଜପତି-ବିଭୂତି ଭୂଷଣ ଜେନା, ଭଦ୍ରକ-କୃଷ୍ଣଚନ୍ଦ୍ର ମହାପାତ୍ର, ନବରଙ୍ଗପୁର-ଗଣେଷରାମ ଖୁଣ୍ଟିଆ, ସୁବର୍ଣ୍ଣପୁର-ସୂର୍ଯ୍ୟବଂଶୀ ସୂରଜ, ଅନୁଗୁଳ-ପ୍ରଦୀପ ବଳସାମନ୍ତ, ରାୟଗଡା-ଗୋକୁଳାନନ୍ଦ ମଲ୍ଲିକ, ମୟୂରଭଞ୍ଜ-ସମ୍ପଦ ଚନ୍ଦ୍ରସ୍ୱାଇଁ ।
ସ୍ୱାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











