The Ultimate Managed Hosting Platform
ADVERTISEMENT

ହକି ଇଣ୍ଡିଆ ଲିଗ୍ ଉଦଘାଟିତ

Facebook
Twitter
LinkedIn

ରାଉରକେଲା : ହକି ଇଣ୍ଡିଆ ଲିଗ୍ ଉଦଘାଟିତ । ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଉଦଘାଟିତ ହୋଇଛି ହିରୋ ହକି ଇଣ୍ଡିଆ ଲିଗ ୨୦୨୪- ୨୦୨୫। ଟିମ୍ ଗୋନାସିକ ଓ ଦିଲ୍ଲୀ ଏସ୍ଜି ପାଇପର୍ସ ମଧ୍ୟରେ ଉଦ୍ଘାଟନୀ ମ୍ୟାଚ୍ ଖେଳାଯାଇଥିବାବେଳେ ଦିଲ୍ଲି ଏସ ଜି ପାଇପର୍ସ ଵିଜୟୀ ହୋଇଛନ୍ତି। ପରେ ପେନାଲଟି ସୁଟ ଆଉଟରେ ୪-୨ ଗୋଲରେ ଦିଲ୍ଲୀ ଏସ ଜି ପାଇପର୍ସ ବିଜୟୀ ହୋଇଛନ୍ତି। ଫେବୃଆରୀ ୧ ଯାଏଁ ଚାଲିବ ଏହି ଟୁର୍ଣାମେଣ୍ଟ। ଟାଇଟେଲ ପାଇଁ ୮ଟି ଟିମ ମଧ୍ୟରେ ଜୋରଦାର ଲଢେଇ ହେବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login